2 Kings 20:1 — Compare Translations
5 translations compared side by side
Odia - 1840
"ସେ ସମୟରେ ହିଜକିଯ ଅସୁସ୍ଥ ହେଲେ ଏବଂ ମୃତ୍ଯୁବରଣ କରିବା ଉପରେ ହେଲେ। ଭବିଷ୍ଯଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ କହନ୍ତି, 'ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ଯମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚଯ ମରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ପୀଡ଼ିତ ଓ ମୂମୂର୍ଷ ଅବସ୍ଥା ସେ ସମୟରେ ହିଜକିୟ ଅସୁସ୍ଥ ହେଲେ ଏବଂ ମୃତ୍ୟୁବରଣ କରିବା ଉପରେ ହେଲେ। ଭବିଷ୍ୟଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ୟମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚୟ ମରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’”