2 Kings 20:10 — Compare Translations
5 translations compared side by side
Odia - 1840
"ଏଥି ରେ ହିଜକିଯ ଉତ୍ତର କଲେ, ଛାଯା ଦଶପାହୁଣ୍ତ ଆଗକୁ ୟିବା ସହଜ କଥା, ମାତ୍ର ଦଶ ପାହୁଣ୍ତ ପଛକୁ ଘୁଞ୍ଚାଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଜକୀୟ ଉତ୍ତର କଲେ, ଛାୟା ଆଗକୁ ଦଶ ପାହୁଣ୍ତ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ତ ଫେରିଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ହିଜକିୟ ଉତ୍ତର କଲେ, “ଛାୟା ଦଶପାହୁଣ୍ତ ଆଗକୁ ଯିବା ସହଜ କଥା, ମାତ୍ର ଦଶ ପାହୁଣ୍ତ ପଛକୁ ଘୁଞ୍ଚାଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”