2 Kings 20:11 — Compare Translations

5 translations compared side by side

Odia - 1840
"ତା'ପରେ ଯିଶାଇୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ଏଥି ରେ ସଦାପ୍ରଭୁ ଛାଯା କଲେ ଯେ, ଦଶ ପାଉଣ୍ତ ଆଗକୁ ୟାଇ ପଛକୁ ଘୁଞ୍ଚି ଆସିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶାଇୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ଏଥିରେ ସଦାପ୍ରଭୁ ଛାୟାକୁ କଲେ ଯେ, ତାହା ଦଶ ପାଉଣ୍ତ ଆଗକୁ ଯାଇ ପଛକୁ ଘୁଞ୍ଚି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।