2 Kings 20:12 — Compare Translations

5 translations compared side by side

Odia - 1840
"ସେ ସମୟରେ ବଲଦନର ପୁତ୍ର ମରୋଦକବଲଦନ୍ ବାବିଲର ରାଜା ଥିଲେ। ସେ ହିଜକିଯ, ନିକଟକୁ ପତ୍ରଗୁଡିକ ଓ ଉପହାର ପଠାଇଲେ। କାରଣ ସେ ହିଜକିଯ ଅସୁସ୍ଥତା ବିଷଯ ରେ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ବଲ୍ଦନର ପୁତ୍ର ବରୋଦକ୍-ବଲଦନ୍ ନାମକ ବାବିଲ୍ର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଓ ବାବିଲରୁ ଆସିଥିବା ଲୋକମାନେ ସେ ସମୟରେ ବ‌ଲ୍‌ଦନର ପୁତ୍ର ମରୋଦକ୍-ବ‌ଲ୍‌ଦନ୍ ବାବିଲର ରାଜା ଥିଲେ। ସେ ହିଜକିୟ, ନିକଟକୁ ପତ୍ରଗୁଡ଼ିକ ଓ ଉପହାର ପଠାଇଲେ। କାରଣ ସେ ହିଜକିୟଙ୍କ ଅସୁସ୍ଥତା ବିଷୟରେ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲ୍‍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲଦନ୍‍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।