2 Kings 20:13 — Compare Translations
5 translations compared side by side
Odia - 1840
"ହିଜକିଯ ବାବିଲର ଲୋକମାନଙ୍କୁ ଅଭିନନ୍ଦନ ନେଲେ ଓ ତାଙ୍କ ଗୃହ ରେ ଥିବା ସମୁଦାଯ ମୂଲ୍ଯବାନ୍ ପଦାର୍ଥଗୁଡିକ, ଯଥା: ରୂପା, ସୁନା, ସୁଗନ୍ଧିଦ୍ରବ୍ଯ, ବହୁମୂଲ୍ଯ ତୈଳ, ଅସ୍ତ୍ର ଶସ୍ତ୍ର ଓ ଭଣ୍ତାର ରେ ଥିବା ତାଙ୍କର ସମସ୍ତ ଦ୍ରବ୍ଯ ଦଖାଇେଲେ, ଯାହା ହିଜକିଯ ତାଙ୍କ ଗୃହ ରେ ଓ ସମଗ୍ର ରାଜ୍ଯ ରେ ଏପରି ଜିନିଷ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ବାବିଲର ଲୋକମାନଙ୍କୁ ଅଭିନନ୍ଦନ ଦେଲେ ଓ ତାଙ୍କ ଗୃହରେ ଥିବା ସମୁଦାୟ ମୂଲ୍ୟବାନ୍ ପଦାର୍ଥଗୁଡ଼ିକ, ଯଥା: ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ, ଅସ୍ତ୍ର ଶସ୍ତ୍ର ଓ ଭଣ୍ତାରରେ ଥିବା ତାଙ୍କର ସମସ୍ତ ଦ୍ରବ୍ୟ ଦେଖାଇଲେ, ଯାହା ହିଜକିୟ ତାଙ୍କ ଗୃହରେ ଓ ସମଗ୍ର ରାଜ୍ୟରେ ଏପରି ଜିନିଷ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)