2 Kings 20:14 — Compare Translations

5 translations compared side by side

Odia - 1840
"ତା'ପରେ ଭବିଷ୍ଯଦ୍ବକ୍ତା ଯିଶାଇୟ ରାଜା ହିଜକିଯଙ୍କ ନିକଟକୁ ଆସି ପଚାରିଲେ, ଏହି ଲୋକମାନେ କ'ଣ କହିଲେ? ଏମାନେ କେଉଁଠାରୁ ଆସିଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲେ, ସେମାନେ ଦୂର ଦେଶ ବାବିଲ୍ରୁ ଆସିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ରାଜା ହିଜକିୟଙ୍କ ନିକଟକୁ ଆସି ପଗ୍ଭରିଲେ, “ଏହି ଲୋକମାନେ କ’ଣ କହିଲେ? ଏମାନେ କେଉଁଠାରୁ ଆସିଛନ୍ତି?” ହିଜକିୟ କହିଲେ “ସେମାନେ ଦୂର ଦେଶ ବାବିଲରୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”