2 Kings 20:15 — Compare Translations
5 translations compared side by side
Odia - 1840
"ତହୁଁ ଯିଶାଇୟ କହିଲେ, ତୁମ୍ଭେ ସମାନଙ୍କେୁ କ'ଣ ସବୁ ଦଖାଇେଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖି ଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲେ, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖି-ଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯିଶାଇୟ କହିଲେ, “ତୁମ୍ଭେ ସେମାନଙ୍କୁ କ’ଣ ସବୁ ଦେଖାଇଲ?” ହିଜକିୟ ଉତ୍ତର କଲେ, “ସେମାନେ ମୋ’ ଗୃହରେ ଥିବା ସମସ୍ତ ଜିନିଷ ଦେଖିଛନ୍ତି। ମୋ’ ଭଣ୍ତାରରେ ଏପରି କିଛି ଜିନିଷ ନାହିଁ, ଯାହାକୁ ସେମାନେ ଦେଖି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାର ସମୂହରେ ନାହିଁ।”