2 Kings 20:16 — Compare Translations

5 translations compared side by side

Odia - 1840
"ତା'ପରେ ଯିଶାଇୟ ହିଜକିଯଙ୍କୁ କହିଲେ, ସଦାପ୍ରଭୁଙ୍କ ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, ସଦାପ୍ରଭୁଙ୍କ ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶାଇୟ ହିଜକିୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ: