2 Kings 20:17 — Compare Translations

5 translations compared side by side

Odia - 1840
"ସମୟ ଆସୁଛି ତୁମ୍ଭ ଗୃହ ରେ ଥିବା ସମସ୍ତ ଦ୍ରବ୍ଯ ଓ ଏ ପର୍ୟ୍ଯନ୍ତ ତୁମ୍ଭ ପୂର୍ବପୁରୁଷଙ୍କ ସଞ୍ଚିତ ସମସ୍ତ ପଦାର୍ଥ ବାବିଲକୁ ନିଆୟିବ। ସଦାପ୍ରଭୁ କହନ୍ତି କୌଣସି ଜିନିଷ ଛଡା ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲ୍‍କୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମୟ ଆସୁଛି ତୁମ୍ଭ ଗୃହରେ ଥିବା ସମସ୍ତ ଦ୍ରବ୍ୟ ଓ ଏ ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷଙ୍କ ସଞ୍ଚିତ ସମସ୍ତ ପଦାର୍ଥ ବାବିଲକୁ ନିଆଯିବ। ସଦାପ୍ରଭୁ କହନ୍ତି କୌଣସି ଜିନିଷ ଛଡ଼ା ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
‘ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି।’ ସଦାପ୍ରଭୁ କହନ୍ତି, ‘କିଛି ଛଡ଼ା ଯିବ ନାହିଁ।