2 Kings 20:18 — Compare Translations
5 translations compared side by side
Odia - 1840
"ତୁମ୍ଭଠାରୁ ଜନ୍ମ ହାଇେଥିବା ପୁତ୍ରମାନଙ୍କୁ ବାବିଲୋନୀଯମାନେ ନଇେଯିବେ ଓ ବାବିଲ ରାଜାର ଅଟ୍ଟାଳିକା ରେ ସମାନେେ ନଫୁସକ ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ୍-ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭଠାରୁ ଜନ୍ମ ହୋଇଥିବା ପୁତ୍ରମାନଙ୍କୁ ବାବିଲନୀୟମାନେ ନେଇଯିବେ ଓ ବାବିଲ ରାଜାର ଅଟ୍ଟାଳିକାରେ ସେମାନେ ନପୁଂସକ ହୋଇ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।’”