2 Kings 20:21 — Compare Translations
5 translations compared side by side
Odia - 1840
"ଅନନ୍ତର ହିଜକିଯଙ୍କର ମୃତ୍ଯୁ ହେଲା ଓ ସେ ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ମନଃଶି ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ହିଜକିୟଙ୍କର ମୃତ୍ୟୁ ହେଲା ଓ ସେ ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ମନଃଶି ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।