2 Kings 20:3 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ ମୁଁ ବିନଯ କରି କହୁଛି, ମୁଁ ସତ୍ଯତା ଓ ସର୍ବାନ୍ତଃକରଣ ରେ ତୁମ୍ଭ ସବୋ କରି ଆସିଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର। ତା'ପରେ ହିଜକିଯ ଅତିଶଯ ରୋଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ ହିଜକୀୟ ଅତିଶୟ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ ମୁଁ ବିନୟ କରି କହୁଛି, ମୁଁ ସତ୍ୟତା ଓ ସର୍ବାନ୍ତଃକରଣରେ ତୁମ୍ଭ ସେବା କରି ଆସିଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର।” ତା’ପରେ ହିଜକିୟ ଅତିଶୟ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।