2 Kings 20:4 — Compare Translations

5 translations compared side by side

Odia - 1840
"ଯିଶାଇୟ ଗ୍ରାମର ମଧ୍ଯଭାଗକୁ ପରିତ୍ଯାଗ ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ଯ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ ଗ୍ରାମର ମଧ୍ୟଭାଗକୁ ପରିତ୍ୟାଗ କରିବା ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,