2 Kings 20:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଫେରିଯାଅ ଓ ଆମ୍ଭଲୋକମାନଙ୍କର ଅଧିପତି ହିଜକିୟକୁ କୁହ, ‘ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କୁହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ମନ୍ଦିରକୁ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
Odia IRV 2017 (ଓଡିଆ ବାଇବେଲ)
ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।