2 Kings 20:6 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭର ଆଯୁଷ ପନ୍ଦର ବର୍ଷ ବୃଦ୍ଧି କରିବୁ। ପୁଣି ତୁମ୍ଭକୁ ଓ ଏହି ନଗରକୁ ଅଶୂରୀଯ ରାଜାର ହସ୍ତରୁ ରକ୍ଷା କରିବୁ। ଏହା ମୁଁ ନିଜ ସକାେଶ ଓ ଆମ୍ଭର ସବେକ ଦାଉଦଙ୍କ ସକାେଶ ଏହି ନଗରକୁ ରକ୍ଷା କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭର ଆୟୁଷ ପନ୍ଦର ବର୍ଷ ବୃଦ୍ଧି କରିବୁ। ପୁଣି ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବୁ। ଏହା ମୁଁ ନିଜ ସକାଶେ ଓ ଆମ୍ଭର ସେବକ ଦାଉଦଙ୍କ ସକାଶେ ଏହି ନଗରକୁ ରକ୍ଷା କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।’”