2 Kings 20:7 — Compare Translations

5 translations compared side by side

Odia - 1840
"ତ'ପରେ ଯିଶାଇୟ କହିଲେ, ଏକ ଡିମ୍ବିରି ମିଶ୍ରଣ ତିଆରି କର ଓ କ୍ଷତ ସ୍ଥାନ ରେ ଲଗାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିଶାଇୟ କହିଲେ, ଏକ ଡିମିରି ଚକ୍ତି ଆଣ । ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶାଇୟ କହିଲେ, “ଏକ ଡିମ୍ବିରି ମିଶ୍ରଣ ତିଆରି କର ଓ କ୍ଷତ ସ୍ଥାନରେ ଲଗାଅ।” ତେଣୁ ସେମାନେ ସେହି ମିଶ୍ରଣ ନେଇ ହିଜକିୟର କ୍ଷତରେ ଲଗାଇଲେ ଓ ସେ ସୁସ୍ଥ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।