2 Kings 20:8 — Compare Translations
5 translations compared side by side
Odia - 1840
"ହିଜକିଯ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମାେତେ ଆରୋଗ୍ୟ କରିବେ ଓ ତୃତୀୟ ଦିନ ରେ ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି, ଏହାର କି ସୂଚନା ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ଆରୋଗ୍ୟ କରିବେ ଓ ତୃତୀୟ ଦିନରେ ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯିବି, ଏହାର କି ସୂଚନା ଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”