2 Kings 20:9 — Compare Translations
5 translations compared side by side
Odia - 1840
"ତହୁଁ ଯିଶାଇୟ କହିଲେ, ତୁମ୍ଭେ କି ସୂଚନା ଚାହୁଁଛ? ଛାଯା କ'ଣ ଦଶ ପାହୁଣ୍ତ ଆଗକୁ କିମ୍ବା ଦଶ ପାହୁଣ୍ତ ପଛକୁ ୟିବ? ତୁମ୍ଭ ପାଇଁ ପରମେଶ୍ବରଙ୍କଠାରୁ ଏହି ଚିହ୍ନ ହବେ। ଯେ ସଦାପ୍ରଭୁ ତାଙ୍କର ବାକ୍ଯ ସଫଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯିଶାଇୟ କହିଲେ, “ତୁମ୍ଭେ କି ସୂଚନା ଗ୍ଭହୁଁଛ? ଛାୟା କ’ଣ ଦଶ ପାହୁଣ୍ତ ଆଗକୁ କିମ୍ବା ଦଶ ପାହୁଣ୍ତ ପଛକୁ ଯିବ ତୁମ୍ଭ ପାଇଁ ପରମେଶ୍ୱରଙ୍କଠାରୁ ଏହି ଚିହ୍ନ ହେବ। ଯେ ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”