2 Kings 21:1 — Compare Translations

5 translations compared side by side

Odia - 1840
"ମନଃଶି ବାରବର୍ଷ ବଯସ ରେ ରାଜ୍ଯ ଶାସନ କରିବା ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ପଞ୍ଚାବନ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ; ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ମନଃଶିଙ୍କର କୁଶାସନର ଆରମ୍ଭ ମନଃଶି ବାରବର୍ଷ ବୟସରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହୀ‌ଫ୍‌ସୀବା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।
Odia IRV 2017 (ଓଡିଆ ବାଇବେଲ)
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍‍ସୀବା ଥିଲା।