2 Kings 21:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆପଣା ସବେକ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଏହିକଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍-ବକ୍ତାଗଣ ଦ୍ଵାରା ଏହି କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ସେବକ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହିକଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,