2 Kings 21:11 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣା ଯୋଗ୍ଯ କର୍ମ କରିଅଛ। ତାଙ୍କ ପୂର୍ବରୁ ଯେଉଁ ଇ ମାରେୀଯମାନେ ଥିଲେ ସମାନଙ୍କେ ଅପେକ୍ଷା ଅଧିକ କୁକର୍ମ କରିଅଛ। ତାଙ୍କର ପ୍ରତିମା ଆରାଧନା ଦ୍ବାରା ସେ ଯିହୁଦାକୁ ପାପ କରାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ଵାରା ପାପ କରାଇଅଛି⇧ ।
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣାଯୋଗ୍ୟ କର୍ମ କରିଅଛି। ତାଙ୍କ ପୂର୍ବରୁ ଯେଉଁ ଇମୋରୀୟମାନେ ଥିଲେ ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିଅଛି। ତାଙ୍କର ପ୍ରତିମା ଆରାଧନା ଦ୍ୱାରା ସେ ଯିହୁଦାକୁ ପାପ କରାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।
Odia IRV 2017 (ଓଡିଆ ବାଇବେଲ)
“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।”