2 Kings 21:12 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ' ଦେଖ ଆମ୍ଭେ ୟିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ୟିଏ ଏହି ବିଷଯ ରେ ଶୁଣିା ଆଶ୍ଚର୍ୟ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ ଆମ୍ଭେ ଯିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ଯିଏ ଏହି ବିଷୟରେ ଶୁଣିବ ଆଶ୍ଚର୍ଯ୍ୟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।