2 Kings 21:13 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଯିରୁଶାଲମ ଉପରେ ଶମରିୟାର ମାପ କରି ରେଖା ଟାଣିବା ଓ ଆହାବ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସେହିପରି ମୁଁ ଯିରୁଶାଲମକୁ ପୋଛି ପକାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।