2 Kings 21:14 — Compare Translations

5 translations compared side by side

Odia - 1840
"ମୁଁ ମାରେଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ଯାଗ କରିବ। ମୁଁ ସମାନଙ୍କେୁ ସମାନଙ୍କେର ଶତୃ ହସ୍ତ ରେ ସମର୍ପଣ କରିବି। ସମାନଙ୍କେର ଶତୃଗଣ ସମାନଙ୍କେୁ ଲୁଟ୍ କରିବେ ଏବଂ ସମାନେେ ସମାନଙ୍କେୁ ବନ୍ଦୀରୂପେ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ୟାଗ କରିବି। ମୁଁ ସେମାନଙ୍କୁ ସେମାନଙ୍କର ଶତ୍ରୁ ହସ୍ତରେ ସମର୍ପଣ କରିବି। ସେମାନଙ୍କର ଶତ୍ରୁଗଣ ସେମାନଙ୍କୁ ଲୁଟ୍ କରିବେ ଏବଂ ସେମାନେ ସେମାନଙ୍କୁ ବନ୍ଦୀରୂପେ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।