2 Kings 21:15 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଆମ୍ଭ ଦୃଷ୍ଟି ରେ କୁକର୍ମ କରି ଅଛନ୍ତି। ପୁଣି ସମାନେେ ସମାନଙ୍କେର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ୟ୍ଯନ୍ତ ମାେତେ କୋରଧ ଜନ୍ମାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି। ପୁଣି ସେମାନେ ସେମାନଙ୍କର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ କ୍ରୋଧ ଜନ୍ମାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”