2 Kings 21:16 — Compare Translations

5 translations compared side by side

Odia - 1840
"ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ଵାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମନଃଶି ବହୁ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରି ଯିରୁଶାଲମରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍କର୍ମ କଲେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।