2 Kings 21:17 — Compare Translations

5 translations compared side by side

Odia - 1840
"ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ୟ୍ଯ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ଯ୍ୟ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?