2 Kings 21:18 — Compare Translations

5 translations compared side by side

Odia - 1840
"ଅନନ୍ତର ମନଃଶି ମୃତ୍ଯୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନ ରେ, ଅର୍ଥାତ ଉଷର ଉଦ୍ୟାନ ରେ କବର ପ୍ରାପ୍ତ ହେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଆମାେନ୍ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମନଃଶି ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ମନଃଶି ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ “ଉଷର ଉଦ୍ୟାନରେ” କବର ପ୍ରାପ୍ତ ହେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଆମୋନ୍ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।