2 Kings 21:19 — Compare Translations
5 translations compared side by side
Odia - 1840
"ଆମାେନ୍ ବାଇଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ୟଟବା ନିବାସୀ ହାରୁଷଙ୍କ କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋନଙ୍କ ଅଳ୍ପ ସମୟ ଶାସନ ଆମୋନ୍ ବାଇଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ଯବଟା ନିବାସୀ ହାରୁଷଙ୍କ କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।