2 Kings 21:2 — Compare Translations
5 translations compared side by side
Odia - 1840
"ମନଃଶି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀଯମାନଙ୍କୁ ଇଶ୍ରାୟେଲୀୟମାନଙ୍କ ସମ୍ମୁଖରୁ ତଡି ଦଇେଥିଲେ। ସହେିମାନଙ୍କର ଘୃଣ୍ଯକର୍ମ ସେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ତଡ଼ି ଦେଇଥିଲେ ସେହିମାନଙ୍କର ଘୃଣ୍ୟକର୍ମ ସେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।