2 Kings 21:20 — Compare Translations
5 translations compared side by side
Odia - 1840
"ଆମାେନ୍ ତାଙ୍କ ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋନ୍ ତାଙ୍କ ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।