2 Kings 21:22 — Compare Translations

5 translations compared side by side

Odia - 1840
"ଆଉ ସେ ସଦାପ୍ରଭୁ ତାଙ୍କର ପୂର୍ବପୁରୁଷଗଣର ପରମେଶ୍ବରଙ୍କୁ ତ୍ଯାଗ କଲେ ଓ ପରମେଶ୍ବର ଯାହା ଗ୍ଭହୁଁଥିଲେ ସେ ସପରେି ବାସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ଵରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସଦାପ୍ରଭୁ ତାଙ୍କର ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ପରମେଶ୍ୱର ଯାହା ଗ୍ଭହୁଁଥିଲେ ସେ ସେପରି ବାସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।