2 Kings 21:23 — Compare Translations

5 translations compared side by side

Odia - 1840
"ଆମାେନ୍ଙ୍କର ଦାସମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ତାଙ୍କ ନିଜ ଗୃହ ରେ ତାଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରା; କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋ‌ନଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ତାଙ୍କ ନିଜ ଗୃହରେ ତାଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।