2 Kings 21:24 — Compare Translations
5 translations compared side by side
Odia - 1840
"ମାତ୍ର ଜନ ସାଧାରଣ ସହେି ହତ୍ଯାକାରୀଙ୍କୁ, ସମସ୍ତ ଯେଉଁମାନେ ଆମାେନ୍ ରାଜାଙ୍କ ବିରୁଦ୍ଧ ରେ ଷଡୟନ୍ତ୍ର କରୁଥିଲେ ତାଙ୍କୁ ବଧ କଲେ। ତା'ପରେ ସମାନେେ ତାଙ୍କର ପୁତ୍ର ଯୋଶିୟଯଙ୍କୁ ତାଙ୍କ ପଦ ରେ ରାଜା କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ; ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଜନ ସାଧାରଣ ସେହି ହତ୍ୟାକାରୀଙ୍କୁ, ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଥିଲେ ସେମାନଙ୍କୁ ବଧ କଲେ। ତା’ପରେ ସେମାନେ ତାଙ୍କର ପୁତ୍ର ଯୋଶିୟଙ୍କୁ ତାଙ୍କ ପଦରେ ରାଜା କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।