2 Kings 21:25 — Compare Translations
5 translations compared side by side
Odia - 1840
"ଏହି ଆମାେନ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆମୋନଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?