2 Kings 21:26 — Compare Translations
5 translations compared side by side
Odia - 1840
"ଆମାେନ୍ ନିଜ ବଗିଗ୍ଭ ଉଷର ରେ କବର ନେଲେ ଓ ତାଙ୍କ ପଦ ରେ ତାଙ୍କର ପୁତ୍ର ଯୋଶିୟଯ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ; ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋନ୍ ନିଜ ବଗିଗ୍ଭ ଉଷରରେ କବର ନେଲେ ଓ ତାଙ୍କ ପଦରେ ତାଙ୍କର ପୁତ୍ର ଯୋଶିୟ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।