2 Kings 21:4 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି “ଆମ୍ଭେ ଯିରୁଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ମନ୍ଦିରରେ ସେ ଯଜ୍ଞବେଦି ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।