2 Kings 21:5 — Compare Translations

5 translations compared side by side

Odia - 1840
"ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣ ରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ୟଜ୍ଞବଦେି ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।