2 Kings 21:6 — Compare Translations

5 translations compared side by side

Odia - 1840
"ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।