2 Kings 21:7 — Compare Translations

5 translations compared side by side

Odia - 1840
"ପୁଣି ମନଃଶି ଆଶରୋ ରେ ଏକ ଖାଦେିତ ମୂର୍ତ୍ତୀ ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିର ରେ ସ୍ଥାପନ କଲେ। କିନ୍ତୁ ସହେି ମନ୍ଦିର ବିଷଯ ରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନ୍କୁ କହିଥିଲେ, ମୁଁ ସମଗ୍ର ଇଶ୍ରାୟେଲର ସମସ୍ତ ନଗରଠାରୁ ୟିରୁଶାଲମ୍କୁ ମନୋନୀତ କରିଛି। ୟିରୁଶାଲମ୍ର ଏହି ମନ୍ଦିର ରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମନଃଶି ଆଶେରାର ଏକ ଖୋଦିତ ମୂର୍ତ୍ତି ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିରରେ ସ୍ଥାପନ କଲେ। କିନ୍ତୁ ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ମୁଁ ସମଗ୍ର ଇସ୍ରାଏଲର ସମସ୍ତ ନଗରଠାରୁ ଯିରୁଶାଲମକୁ ମନୋନୀତ କରିଛି। ଯିରୁଶାଲମର ଏହି ମନ୍ଦିରରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)