2 Kings 21:8 — Compare Translations

5 translations compared side by side

Odia - 1840
"ମୁଁ କବେେ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେ ଦେଶ ପରିତ୍ଯାଗ କରିବାର କାରଣ ହବେି ନାହିଁ, ଯାହା ମୁଁ ସମାନଙ୍କେର ପୂର୍ବପୁରୁଷଙ୍କୁ ଦଇେଅଛି। ମୁଁ ସମାନଙ୍କେୁ ସଠାେରେ ରହିବାକୁ ଦବେି, କବଳେ ଯଦି ସମାନେେ ମାରେ ଆଜ୍ଞା ମାନନ୍ତି ଓ ମାରେ ସବେକ ମାଶାେ ସମାନଙ୍କେୁ କହିଥିବା ନିତି ନିଯମସବୁ ସମାନେେ ଅନୁସରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବେ ଇସ୍ରାଏଲୀୟମାନଙ୍କୁ ସେମାନଙ୍କ ଦେଶ ପରିତ୍ୟାଗ କରିବାର କାରଣ ହେବି ନାହିଁ, ଯାହା ମୁଁ ସେମାନଙ୍କର ପୂର୍ବପୁରୁଷଙ୍କୁ ଦେଇଅଛି। ମୁଁ ସେମାନଙ୍କୁ ସେଠାରେ ରହିବାକୁ ଦେବି, କେବଳ ଯଦି ସେମାନେ ମୋର ଆଜ୍ଞା ମାନନ୍ତି ଓ ମୋର ସେବକ ମୋଶା ସେମାନଙ୍କୁ କହିଥିବା ନିତି ନିୟମସବୁ ସେମାନେ ଅନୁସରଣ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)