2 Kings 21:9 — Compare Translations
5 translations compared side by side
Odia - 1840
"ମାତ୍ର ସମାନେେ ପରମେଶ୍ବରଙ୍କ ବାକ୍ଯ ଶୁଣିଲେ ନାହିଁ। କିଣାନର ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସମାନଙ୍କେୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ବାରା ସମାନଙ୍କେୁ ବିନଷ୍ଟ କରାଗଲା। ଯେତବେେଳେ ଇଶ୍ରାୟେଲୀୟମାନେ ଦେଶକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟ-ମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣିଲେ ନାହିଁ। କିଣାନ ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସେମାନଙ୍କୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କୁ ବିନଷ୍ଟ କରାଗଲା, ଯେତେବେଳେ ଇସ୍ରାଏଲୀୟମାନେ ଦେଶକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।