2 Kings 22:1 — Compare Translations
5 translations compared side by side
Odia - 1840
"ଯୋଶିୟ ଆଠ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ୍ ରେ ଏକତିରିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ୟିଦୀଦା ଓ ସେ ବସ୍କତୀଯ ଅଦାଯଙ୍କର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉଣସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଯୋଶିୟଙ୍କ ଶାସନ ଆରମ୍ଭ ଯୋଶିୟ ଆଠ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଦୀଦା ଓ ସେ ବସ୍କତୀୟ ଅଦାୟଙ୍କର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।