2 Kings 22:10 — Compare Translations

5 translations compared side by side

Odia - 1840
"ତା'ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, ମହାୟାଜକ ହିଲକିଯ ଏହି ପୁସ୍ତକ ମାେତେ ଦଇେଛନ୍ତି। ତା'ପରେ ଶାଫନ୍ ରାଜାଙ୍କ ସାକ୍ଷାତ ରେ ତାହା ପାଠ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, “ମହାଯାଜକ ହି‌ଲ୍‌‌‌କିୟ ଏହି ପୁସ୍ତକ ମୋତେ ଦେଇଛନ୍ତି।” ତା’ପରେ ଶାଫନ୍ ରାଜାଙ୍କ ସାକ୍ଷାତରେ ତାହା ପାଠ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କିୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”