2 Kings 22:11 — Compare Translations
5 translations compared side by side
Odia - 1840
"ଏଥି ରେ ରାଜା ସହେି ବ୍ଯବସ୍ଥା ପୁସ୍ତକର ବାକ୍ଯ ଶ୍ରବଣ କରି ଆପଣା ଦୁଃଶ ଓ ବ୍ଯସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକର ବାକ୍ୟ ଶ୍ରବଣ କରି ଆପଣା ଦୁଃଖ ଓ ବ୍ୟସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।