2 Kings 22:12 — Compare Translations
5 translations compared side by side
Odia - 1840
"ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକକୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ହିଲ୍କିୟ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ଯୋଶୀୟ ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ଯୋଶୀୟ ହିଲ୍କିୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,