2 Kings 22:14 — Compare Translations

5 translations compared side by side

Odia - 1840
"ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା; ଆଉ ସେମାନେ ତାହା ସଙ୍ଗେ କଥୋପ-କଥନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଓ ଭବିଷ୍ୟ‌ଦ୍‌ବକ୍ତା ହୁଲଦା ଏଣୁ ହି‌ଲ୍‌‌‌କିୟ ଯାଜକ, ଅହୀକାମ୍, ଅ‌କ୍‌ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତି‌କ୍‌ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟ‌ଦ୍‌ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
Odia IRV 2017 (ଓଡିଆ ବାଇବେଲ)