2 Kings 22:15 — Compare Translations

5 translations compared side by side

Odia - 1840
"ତା'ପରେ ହୁଲଦା ସମାନଙ୍କେୁ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହୁଲଦା ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,