2 Kings 22:16 — Compare Translations

5 translations compared side by side

Odia - 1840
"'ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ବିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ଯ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେ ଯେ ବାକ୍ୟ ପାଠ କରିଅଛି, ସେସମସ୍ତ ଘଟାଇବା;
Odia Bible ERV 2004 (ପବିତ୍ର ବାଇବଲ)
‘ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ୟ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।