2 Kings 22:17 — Compare Translations

5 translations compared side by side

Odia - 1840
"କାରଣ ଯିହୁଦାର ଲୋକମାନେ ମାେତେ ପରିତ୍ଯାଗ କରିଛନ୍ତି। ସମାନେେ ଅନ୍ୟ ଦବେତାଗଣଙ୍କ ପାଦ ରେ ଧୂପ ଜଳାଇଛନ୍ତି। ସମାନେେ ବହୁତ ପ୍ରତିମା ତିଆରି କରିଛନ୍ତି ଓ ମାେତେ ଅତି କୋର୍ଧ କରାଇଛନ୍ତି। ତେଣୁ ଏହି ସ୍ଥାନ ବିରୁଦ୍ଧ ରେ ଆମ୍ଭ କୋରଧାଗ୍ନି ପ୍ରଜ୍ଜଳିତ ହବେ ଓ ତାହା କବେେ ନିର୍ବାପିତ ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ ଓ ତାହା ନିର୍ବାଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯିହୁଦାର ଲୋକମାନେ ମୋତେ ପରିତ୍ୟାଗ କରିଛନ୍ତି। ସେମାନେ ଅନ୍ୟ ଦେବତାଗଣଙ୍କ ପାଦରେ ଧୂପ ଜଳାଇଛନ୍ତି। ସେମାନେ ବହୁତ ପ୍ରତିମା ତିଆରି କରିଛନ୍ତି ଓ ମୋତେ ଅତି କ୍ରୋଧ କରାଇଛନ୍ତି। ତେଣୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧାଗ୍ନି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।’”